Masthead

ବିଧାନସଭାରେ ରଘୁବରଙ୍କ ପ୍ରଥମ ଅଭିଭାଷଣ, ଷୋଡଶ ବିଧାନସଭାର ଶେଷ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କାଲି ବିଧାନସଭାରେ ଆରମ୍ଭ ହେବ ବଜେଟ ଅଧିବେଶନ । ଅଧିବେଶନର ପ୍ରଥମ ଦିନରେ ଅଭିଭାଷଣ ରଖିବେ ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ରାଜ୍ୟପାଳ ଭାବରେ ଓଡ଼ିଶା ବିଧାନସଭାରେ ଏହା ରଘୁବରଙ୍କ ହେବ ପ୍ରଥମ ଅଭିଭାଷଣ ।

ରଘୁବର ଓଡ଼ିଶା ସାରା ବୁଲି ବୁଲି ଲୋକଙ୍କ ସମସ୍ୟା ଶୁଣୁଛନ୍ତି । ତେଣୁ ବିଧାନସଭାରେ ତାଙ୍କର ପ୍ରଥମ ଅଭିଭାଷଣରେ ସେ କଣ କହିବେ ତାହା ଚର୍ଚ୍ଚାର ବିଷୟ ହୋଇଛି । ଏହି ଅଧିବେଶନ ୫ ତାରିଖରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଗୁରୁବାର ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ କରିବେ । ଏହି ଅଧିବେଶନ ହେଉଛି ଷୋଡଶ ବିଧାନସଭାର ଶେଷ ଅଧିବେଶନ । ସେହି ଦୃଷ୍ଟିରୁ ସବୁ ବିଧାୟକଙ୍କ ପାଇଁ ଏହା ଖୁବ୍ ମହତ୍ୱପୂର୍ଣ୍ଣ ମଧ୍ୟ । କାରଣ ଏହାପରେ ନିର୍ବାଚନ ହେବ ଯିଏ ବିଧାୟକ ଭାବରେ ଜିତିବେ ସେପୁଣି ବିଧାନସଭା ଆସିବାକୁ ସୁଜଗ ପାଇବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି