Masthead

ବିଜେପି ଛାଡ଼ିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଛାଡ଼ିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ବସ୍ତା ବିଧାନସଭା କ୍ଷେତ୍ରରୁ ୫ଥର ପ୍ରତିନିଧିତ୍ବ କରିଥିଲେ । ସରକାରୀ ଦଳ ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ । ବଧୂ ନିର୍ୟାତନା ମାମଲାରେ ଗିରଫ ହୋଇଥିଲେ ରଘୁ । ଗିରଫ କରାଯିବା ପରେ ରଘୁଙ୍କୁ ବିଜେଡି ନିଲମ୍ବିତ କରିଥିଲା । ପରବର୍ତ୍ତୀ ଅବସ୍ଥାରେ ରଘୁ ବିଜେପିରେ ଯୋଗଦେଇଥିଲେ ।

ତେବେ ୨୦୨୪ ନିର୍ବାଚନ ପୂର୍ବରୁ ରଘୁନାଥ ବିଜେପିକୁ ବାଏ ବାଏ କରିଛନ୍ତି । ତେବେ ଦଳ କାହିଁକି ଛାଡିଲେ ତାହାର କାରଣ ସ୍ପଷ୍ଟ କରିନାହାନ୍ତି । ବିଜେପି ଛାଡିବା ପରେ ରଘୁନାଥ ମହାନ୍ତି ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି । ପୁୁଣିଥରେ ପୁରୁଣା ଦଳକୁ ରଘୁ ଫେରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ