Masthead

ଖଡଗେଙ୍କ ବାସଭବନରେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କିଏ ହେବ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ତାକୁ ନେଇ ଚାଲିଛି ଘନ ଘନ ବୈଠକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ବାସଭବନରେ ଚାଲିଛି ମନ୍ଥନ । ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଖଡଗେଙ୍କ ବାସଭବନରେ ପହଞ୍ଚିଥିବା ସୂଚନା ମିଳିଛି। ତେବେ ମଲ୍ଲିକାର୍ଜୁନ ଖଡଗେ ଏବଂ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଉପରେ ନିଷ୍ପତ୍ତି ନେବେ । ସେପଟେ ଆଜି ଦିଲ୍ଲୀରେ ପହଞ୍ଚିବେ ଡିକେ ଶିବକୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ