Masthead

ରାହୁଲ ଗାନ୍ଧୀ ବିଜେପିର ବଡ଼ ଷ୍ଟାର ପ୍ରଚାରକ: ହିମନ୍ତ ବିଶ୍ୱଶର୍ମା

ଆସାମ (ବଡ଼ ଖବର ବ୍ୟୁରୋ): ଗତ କିଛି ଦିନ ହେବ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଦଚଇ ଜଣଙ୍କ ମଧ୍ୟରେ ଚାଲିଛି ଆରୋପ ପ୍ରତ୍ୟାରୋପ । କଂଗ୍ରେସ ହିମନ୍ତଙ୍କୁ ଦେଶର ସବୁଠାରୁ ଦୁର୍ନୀତିଗ୍ରସ୍ତ ମୁଖ୍ୟମନ୍ତ୍ରୀ ବୋଲି କହୁଛି । ଯାହରୁ ନେଇ ହିମନ୍ତ କଂଗ୍ରେସକୁ ପୁଣି ଥରେ କଡ଼ା ସମାଲୋଚନା କରିଛନ୍ତି।

ସେ କହିଛନ୍ତି ରାହୁଲ ଗାନ୍ଧୀ ବିଜେପିର ପାଇଁ ବଡ଼ ଷ୍ଟାର ପ୍ରଚାରକ। ରାହୁଲ ଯେଉଁଠାକୁ ଯାଆନ୍ତି ସେଠାରୁ କଂଗ୍ରେସର ପାଦଚିହ୍ନ ଅଦୃଶ୍ୟ ହୋଇଯାଏ। ସେ ଅହଂକାରୀ ଏବଂ ତାଙ୍କରା ନେତୃତ୍ୱ ନେବାର କ୍ଷମତା ନାହିଁ। ସେ କାହାକୁ ପ୍ରେରଣା ଦେଇ ପାରିବେ ନାହିଁ । ପ୍ରକୃତରେ ରାହୁଲ ଆମ ପ୍ରଚାରକ ବୋଲି ହିମନ୍ତ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି