Masthead

ମାଆଙ୍କ ରେକର୍ଡ ଭାଙ୍ଗିଲେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୋନିଆ ଗାନ୍ଧିଙ୍କର ୨୦୧୯ ମସିହାର ରେକର୍ଡକୁ ପୁଅ ରାହୁଲ ଗାନ୍ଧି । ଉତ୍ତରପ୍ରଦେଶର ରାୟବରେଲି ଲୋକସଭା ଆସନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି ରାହୁଲ । ସୋନିଆଙ୍କ ବିଜୟ ବ୍ୟବଧାନ ହାରକୁ ସେ ଟପି ଯାଇଛନ୍ତି ରାହୁଲ । ରାହୁଲ ତାଙ୍କ ବିଜେପି ପ୍ରତିଦ୍ୱନ୍ଦ୍ୱୀ ଦିନେଶ ପ୍ରତାପ ସିଂହଙ୍କୁ ୩ ଲକ୍ଷ ୯୦ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଛନ୍ତି ।

ଅନ୍ୟପକ୍ଷେ ୨୦୦୪ ମସିହାରୁ ରାୟବରେଲିରୁ ଲୋକସଭାକୁ ପ୍ରତିନିଧିତ୍ୱ କରିଥିବା ସୋନିଆ ୨୦୧୯ ନିର୍ବାଚନରେ ଦିନେଶ ପ୍ରତାପ ସିଂହଙ୍କଠାରୁ ୧.୬୭ ଲକ୍ଷ ଭୋଟ୍ ବ୍ୟବଧାନରେ ଜିତିଥିଲେ। ତେବେ ଚଳିତ ଥର ସୋନିଆ ଲୋକସଭା ନିର୍ବାଚନରୁ ଦୂରେଇ ଯାଇ ରାଜ୍ୟସଭା ଯିବାପରେ ରାହୁଲ ଗାନ୍ଧି ରାୟବରେଲିରୁ ପ୍ରାର୍ଥୀ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ