Masthead

ଅନାସ୍ଥା ପ୍ରସ୍ତାବ ଉପରେ ଆଜି ଚର୍ଚ୍ଚା କରିପାରନ୍ତି ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଲୋକସଭାରେ ଆସିବ ଅନାସ୍ଥା ପ୍ରସ୍ତାବ । ବିରୋଧୀମାନେ ମୋଦୀ ସରକାର ବିରୋଧରେ ଆଣିଥିବା ଅନାସ୍ଥା ପ୍ରସ୍ତାବ ନେଇ ଆଜି ଲୋକସଭାରେ ଆଲୋଚନା ହେବ । ମଣିପୁର ପ୍ରସଙ୍ଗରେ ବିରୋଧୀମାନେ ଏହି ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଗୃହରେ ବିବୃତି ରଖିବାକୁ ବିରୋଧୀମାନେ ବାରମ୍ବାର ଦାବି କରିଆସିଥିବା ବେଳେ ମୋଦୀ ଏଯାଏଁ ଏନେଇ ବିବୃତି ରଖି ନାହାନ୍ତି ।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା କରିବେ ବୋଲି ସମ୍ଭାବନା ରହିଛି। ଅଗଷ୍ଟ ୮ ରୁ ୧୦ ପର୍ଯ୍ୟନ୍ତ ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେବ। ତେବେ ଆଲୋଚନାର ଶେଷ ଦିନରେ ପ୍ରଧାନମନ୍ତ୍ରୀ ମୋଦି ଏହାର ଜବାବ ଦେଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି