Masthead

ଓଡ଼ିଶା ଆସିବେ ରାହୁଲ ପ୍ରିୟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି । ମଲ୍ଲିକଅର୍ଜୁନ ଖଡ଼ଗେ ମଧ୍ୟ ଆସିବେ ଓଡ଼ିଶା । ୫ ରାଜ୍ୟର ନିର୍ବାଚନ ପରେ ଆସିବେ ଓଡ଼ିଶା। ବୁଥ କମିଟି କାର୍ୟ୍ୟ ଶେଷ ହେବାପରେ ଓଡ଼ିଶା ଆସିବେ । ଏନେଇ ରାଜ୍ୟ କଂଗ୍ରେସ ନିମନ୍ତ୍ରଣ ଦେଇଛି ବୋଲି କହିଛନ୍ତି କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି