Masthead

ବିଜେପି-ଆରଏସଏସ କେବଳ କ୍ଷମତା ପାଇଁ ଭୋକିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । କହିଛନ୍ତି କ୍ଷମତା ପାଇଁ ପୂରା ଦେଶକୁ ଜାଳିଦେବ ବିଜେପି । ରାହୁଲ ଯୁବ କଂଗ୍ରେସ କାର୍ଯ୍ୟକ୍ରମରେ କହିଛନ୍ତି ଯେ, ମଣିପୁର ସହ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର କୌଣସି ସମ୍ପର୍କ ନାହିଁ। ସେ କହିଛନ୍ତି, ବିଜେପି-ଆରଏସଏସ କେବଳ କ୍ଷମତା ପାଇଁ ଭୋକିଲା ।

ଏଥିପାଇଁ ଏହା କେବଳ ମଣିପୁର କ’ଣ ସମଗ୍ର ଦେଶକୁ ଜଳାଇବା ପାଇଁ ପଛକୁ ହଟିବେ ନାହିଁ। ମଣିପୁର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ’ଣ କରୁଛନ୍ତି? ସେ କାହିଁକି ମଣିପୁର ବିଷୟରେ କିଛି କହୁନାହାଁନ୍ତି? କାରଣ ନରେନ୍ଦ୍ର ମୋଦି ଜୀଙ୍କର ମଣିପୁର ସହିତ କୌଣସି ସମ୍ପର୍କ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା