Masthead

ବିଜେପି-ଆରଏସଏସ କେବଳ କ୍ଷମତା ପାଇଁ ଭୋକିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । କହିଛନ୍ତି କ୍ଷମତା ପାଇଁ ପୂରା ଦେଶକୁ ଜାଳିଦେବ ବିଜେପି । ରାହୁଲ ଯୁବ କଂଗ୍ରେସ କାର୍ଯ୍ୟକ୍ରମରେ କହିଛନ୍ତି ଯେ, ମଣିପୁର ସହ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର କୌଣସି ସମ୍ପର୍କ ନାହିଁ। ସେ କହିଛନ୍ତି, ବିଜେପି-ଆରଏସଏସ କେବଳ କ୍ଷମତା ପାଇଁ ଭୋକିଲା ।

ଏଥିପାଇଁ ଏହା କେବଳ ମଣିପୁର କ’ଣ ସମଗ୍ର ଦେଶକୁ ଜଳାଇବା ପାଇଁ ପଛକୁ ହଟିବେ ନାହିଁ। ମଣିପୁର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ’ଣ କରୁଛନ୍ତି? ସେ କାହିଁକି ମଣିପୁର ବିଷୟରେ କିଛି କହୁନାହାଁନ୍ତି? କାରଣ ନରେନ୍ଦ୍ର ମୋଦି ଜୀଙ୍କର ମଣିପୁର ସହିତ କୌଣସି ସମ୍ପର୍କ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ