Masthead

ନିର୍ବାଚନକୁ ନେଇ ସୋସିଆଲ ମିଡିଆରେ ଏକ୍ସ ୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନ । ନିର୍ବାଚନ ପୂର୍ବରୁ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି ଏକ୍ସ( ପୂର୍ବରୁ ଟ୍ୱିଟର) ଯୁଦ୍ଧ । କଂଗ୍ରେସ ଓ ବିଜେପି ମଧରେ ଏହି ଯୁଦ୍ଧ ଦେଖିବାକୁ ମିଳିଛି । କଂଗ୍ରସ ନେତା ରାହୁଲ ଗାନ୍ଧୀ ତାଙ୍କ ଟ୍ୱିଟର ଆକାଉଣ୍ଟରେ ଲେଖିଛନ୍ତି ମୁଁ ଆପଣଙ୍କୁ ଗ୍ୟାରେଣ୍ଟି ଦେଉଛି ୨୦୨୪ରେ ଆମେ ବିଜେପିକୁ ପରାସ୍ତ କରିବୁ । ଯାହାର ଏକ ପୋଷ୍ଟର ସେୟାର କରିଥିଲେ । ଏହା ପରେ ବିଜେପି କଂଗ୍ରେସକୁ ଟାର୍ଗେଟ କରିଛି ।

କଂଗ୍ରେସର ଏହି ଦାବିକୁ ପ୍ରତିହତ କରି ବିଜେପି ଏହାର ଅଫିସିଆଲ୍ ଏକ୍ସ ଆକାଉଣ୍ଟରୁ କଂଗ୍ରେସକୁ ଉତ୍ତର ଦେଇ ଲେଖିଛି, “ତୁମ ଜେଜେମା ମଧ୍ୟ ଏକ ଗ୍ୟାରେଣ୍ଟି ଦେଇଥିଲେ – ଦାରିଦ୍ର୍ୟ ଦୂର କରିବା ପାଇଁ। ଏହାର ପ୍ରତିବଦଳରେ ସେ ଦେଶକୁ ଏମରଜେନ୍ସି ପରିସ୍ଥିତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା