Masthead

ସଦସ୍ୟତା ରଦ୍ଦକୁ ବିରୋଧ କରି ସୁପ୍ରିମକୋର୍ଟରେ ପିଟିସନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ସଦସ୍ୟତା ରଦ୍ଦକୁ ବିରୋଧ କରି ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରାଯାଇଛି । ରାହୁଲ ଗାନ୍ଧିଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶର ଗୋଟିଏ ଦିନ ପରେ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ କରାଯାଇଛି। ତେବେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ହେବା ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। କେରଳର ବାସିନ୍ଦା ଆଭା ମୁରଲିଧରନ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିସନରେ ମହିଳା ଦାବି କରିଛନ୍ତି ଯେ ଜନପ୍ରତିନିଧିତ୍ୱ ଅଧିନିୟମର ଧାରା ୮ (୩)କୁ ଅସାମ୍ବିଧାନିକ ଘୋଷିତ କରାଯାଉ ବୋଲି ସେ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି