Masthead

ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ଦୃଢ ନିନ୍ଦା କରୁଛି: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଥରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାଗେଁଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଭାରତର ନିର୍ବାଚନ ଆୟୋଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେବା ଅଭିଯୋଗରେ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିଛନ୍ତି। ଯାହାକୁ ନେଇ ପ୍ରହ୍ଲାଦ ଯୋଶୀ ରାହୁଲ ଗାନ୍ଧୀଙ୍କୁ ନୋଟିସରେ ପଚରାଯାଇଥିବା ପ୍ରଶ୍ନ ଉପରେ ଟାର୍ଗେଟ କରିଛନ୍ତି।

ଯୋଶୀ କହିଛନ୍ତି, ‘ରାହୁଲ ଗାନ୍ଧୀ ସବୁଠାରୁ ଦାୟିତ୍ୱହୀନ ଏବଂ ଅତି ନିମ୍ନ ସ୍ତରର ଭାଷା କୁହନ୍ତି। ସେ କହିଛନ୍ତି ଯେ କଂଗ୍ରେସ ନେତା ରାହୁଲ ପୁଣି ଥରେ ଦର୍ଶାଇଛନ୍ତି ଯେ ସେ ଯେକୌଣସି ସ୍ତରକୁ ଯାଇପାରିବେ । ମୁଁ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ଦୃଢ ନିନ୍ଦା କରୁଛି। କଂଗ୍ରେସ ଅଧ୍ୟକ୍ଷ ଦଳ ପକ୍ଷରୁ କ୍ଷମା ପ୍ରାର୍ଥନା କରିବା ଉଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ