Masthead

‘କଂଗ୍ରେସ ପୁଣିଥରେ ରାଜସ୍ଥାନରେ ସରକାର ଗଠନ କରିବ’

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ):  ରାଜସ୍ଥାନ କଂଗ୍ରେସର ବସିଛି ବଡ଼ ବୈଠକ । ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ବସିଛି ବୈଠକ । ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କେସି ଭେଣୁଗୋପାଳ ଏବଂ ସଚିନ ପାଇଲଟଙ୍କ ସମେତ ମୋଟ ୩୦ନେତା ସାମିଲ ହୋଇଥିଲେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ। ଏହି ସମୟ ମଧ୍ୟରେ ରାହୁଲ ଗାନ୍ଧି ଏବଂ ଖଡଗେ ରାଜସ୍ଥାନରେ ପୁଣିଥରେ କଂଗ୍ରେସ ସରକାର ଗଠନ କରିବାକୁ ଦାବି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ