Masthead

‘ପୁଣି ମନୋରଞ୍ଜନ ଫେରି ଆସିଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ସାଂସଦ ପଦ ଫେରି ପାଇଲେ ରାହୁଲ ଗାନ୍ଧୀ । ଲୋକସଭା ସଚିବାଳୟ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । ମୋଦି ସରନେମ ମାମଲାରେ ସାଂସଦ ପଦ ହରାଇଥିଲେ । ସୁପ୍ରିମକୋର୍ଟଙ୍କ ରାୟ ପରେ ରାହୁଲ ଗାନ୍ଧୀ ନିଜର ସାଂସଦ ସଦସ୍ୟତା ପଦ ଫେରି ପାଇଛନ୍ତି । ଯାହାକୁ ନେଇ କଂଗ୍ରେସରେ ଖୁସିର ମାହୋଲ ।

ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଉତ୍ସବ ମନାଉଥିବାବେଳ ନିଜ ନିଜ ମଧ୍ୟରେ ମିଠା ଖୁଆଇ ସେଲିବ୍ରେଟ କରିଛନ୍ତି । ସାଂସଦ ପଦ ଫେରି ପାଇବାକୁ ନେଇ ବିଜେପି ସାଂସଦ ନିଶିକାନ୍ତ ଦୁବେ କହିଛନ୍ତି ଯେ ପୁଣି ମନୋରଞ୍ଜନ ଫେରି ଆସିଛି। ଅନ୍ୟପଟେ କଂଗ୍ରେସ ନେତା ପ୍ରମୋଦ ତିୱାରୀ କହିଛନ୍ତି, ରାହୁଲ ଗାନ୍ଧୀ ଫେରିଛନ୍ତି। ସଂସଦରେ ପୁଣି ସିଂହ ଗର୍ଜନ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ