Masthead

ଓଡ଼ିଶାରେ ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ କଂଗ୍ରେସ ନେତା ରାହୁଲ ଗାନ୍ଧି । ବିମାନବନ୍ଦରରେ ରାହୁଲଙ୍କୁ ପିସିସି ସଭାପତି ଓ ପ୍ରଭାରୀ ସ୍ୱାଗତ କରିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଯାଇ ସତ୍ୟଭାମାପୁରରେ ପହଞ୍ଚିବେ ରାହୁଲ ।

ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ଜନ୍ମସ୍ଥାନରେ ମଧୁବାବୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ । ଏହାପରେ ହେଲିକପ୍ଟର ଯୋଗେ ସାଲେପୁର କୁଳିଆ ପଡ଼ିଆକୁ ଯିବେ । ସେଠାରେ ଆୟୋଜିତ ସମାବେଶରେ ଯୋଗଦେଇ ଉଦବୋଧନ ଦେବେ ରାହୁଲ ଗାନ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ