Masthead

ଓଡ଼ିଶାରେ ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ କଂଗ୍ରେସ ନେତା ରାହୁଲ ଗାନ୍ଧି । ବିମାନବନ୍ଦରରେ ରାହୁଲଙ୍କୁ ପିସିସି ସଭାପତି ଓ ପ୍ରଭାରୀ ସ୍ୱାଗତ କରିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଯାଇ ସତ୍ୟଭାମାପୁରରେ ପହଞ୍ଚିବେ ରାହୁଲ ।

ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ଜନ୍ମସ୍ଥାନରେ ମଧୁବାବୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ । ଏହାପରେ ହେଲିକପ୍ଟର ଯୋଗେ ସାଲେପୁର କୁଳିଆ ପଡ଼ିଆକୁ ଯିବେ । ସେଠାରେ ଆୟୋଜିତ ସମାବେଶରେ ଯୋଗଦେଇ ଉଦବୋଧନ ଦେବେ ରାହୁଲ ଗାନ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର