Masthead

୧୨ ତୋଗଲକ ବଙ୍ଗଳା ଫେରି ପାଇଲେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧି ତାଙ୍କ ସଦ୍ୟସତା ପଦ ଫେରି ପାଇବା ପରେ ଏବେ ତାଙ୍କୁ ଦିଲ୍ଲୀରେ ଥିବା ୧୨ ତୋଗଲକ ବଙ୍ଗଳା ଦିଆଯାଇଛି । ୨୦୦୪ ନିର୍ବାଚନ ଆମେଠୀରେ ନିର୍ବାଚନ ମଣ୍ଡଳୀ ଜିତିବା ପରେ ତାଙ୍କୁ ଦିଲ୍ଲୀରେ ୧୨ ତୋଗଲକ ବଙ୍ଗଳା ଦିଆଯାଇଥିଲା । ସଦସ୍ୟତା ପଦ ହରାଇବା ପରେ ତାଙ୍କୁ ବାସଭବନ ଛାଡ଼ିବା ପାଇଁ ଲୋକସଭା ପକ୍ଷରୁ ନିଦେ୍ର୍ଦଶ ଦିଆଯାଇଥିଲା ।

ଏବଂ ସେ ନିଦେ୍ର୍ଦଶ ମାନି ବଙ୍ଗଳା ଛାଡ଼ିଥିଲେ । ତାଙ୍କ ମା’ ସୋନିଆ ଗାନ୍ଧିଙ୍କ ଘରେ ରହୁଥିଲେ । ସଦସ୍ୟତା ପଦ ଫେରି ପାଇବା ପରେ ଏବେ ବଙ୍ଗଳା ପହଞ୍ଚିଥିଲେ ରାହୁଲ । ବଙ୍ଗଳାରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ ଖୁବ୍ ଖୁସି ଥିବା ନଜର ଆସିଛନ୍ତି । ସେ କହିଛନ୍ତି ପୂରା ହିନ୍ଦୁସ୍ଥାନ ମୋ ଘର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି