Masthead

ଶାହାଙ୍କ ପୁଅ କରୁଛନ୍ତି କ’ଣ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବିଜେପିକୁ ଟାର୍ଗେଟ କଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମିଜୋରାମରେ ନିର୍ବାଚନୀ ପ୍ରଚାର ସମୟରେ ବିଜେପିକୁ ଟାର୍ଗେଟ କରିଛନ୍ତି ରାହୁଲ । ରାହୁଲ କହିଛନ୍ତି ଏବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପୁଅ ଜୟ ଶାହା କ‘ଣ କରୁଛନ୍ତି। ଶାହା ଶାସକ ଦଳର ଜଣେ ବରିଷ୍ଠ ନେତା ମାତ୍ର ତାଙ୍କର ପୁଅ ରାଜନୈତିକ ଛତ୍ରଛାୟା ତଳେ ରହିଛନ୍ତି। ଏଥିରୁ ବିଜେପିର କେବଳ ଅନ୍ୟକୁ କହିବାର ପଣିଆ ସମ୍ପର୍କରେ ସ୍ପଷ୍ଟ ଜଣା ପଡୁଛି। ଜୟ ଶାହା ବିସିସିଆଇ ସଚିବ ପଦରେ ରହିଛନ୍ତି। ଏହା ସହିତ ସେ ଏସିଆନ କ୍ରିକେଟ କାଉନସିଲର ସଭାପତି ମଧ୍ୟ ଅଛନ୍ତି। ଶାହାଙ୍କ ପରି ରାଜନାଥ ସିଂଙ୍କ ପୁଅ ମଧ୍ୟ ପିତାଙ୍କ ପଦବୀର ଫାଇଦା ନେବାରେ ଲାଗିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ