Masthead

ଶାହାଙ୍କ ପୁଅ କରୁଛନ୍ତି କ’ଣ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବିଜେପିକୁ ଟାର୍ଗେଟ କଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମିଜୋରାମରେ ନିର୍ବାଚନୀ ପ୍ରଚାର ସମୟରେ ବିଜେପିକୁ ଟାର୍ଗେଟ କରିଛନ୍ତି ରାହୁଲ । ରାହୁଲ କହିଛନ୍ତି ଏବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପୁଅ ଜୟ ଶାହା କ‘ଣ କରୁଛନ୍ତି। ଶାହା ଶାସକ ଦଳର ଜଣେ ବରିଷ୍ଠ ନେତା ମାତ୍ର ତାଙ୍କର ପୁଅ ରାଜନୈତିକ ଛତ୍ରଛାୟା ତଳେ ରହିଛନ୍ତି। ଏଥିରୁ ବିଜେପିର କେବଳ ଅନ୍ୟକୁ କହିବାର ପଣିଆ ସମ୍ପର୍କରେ ସ୍ପଷ୍ଟ ଜଣା ପଡୁଛି। ଜୟ ଶାହା ବିସିସିଆଇ ସଚିବ ପଦରେ ରହିଛନ୍ତି। ଏହା ସହିତ ସେ ଏସିଆନ କ୍ରିକେଟ କାଉନସିଲର ସଭାପତି ମଧ୍ୟ ଅଛନ୍ତି। ଶାହାଙ୍କ ପରି ରାଜନାଥ ସିଂଙ୍କ ପୁଅ ମଧ୍ୟ ପିତାଙ୍କ ପଦବୀର ଫାଇଦା ନେବାରେ ଲାଗିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ