Masthead

ପାକିସ୍ତାନ ଅପେକ୍ଷା ଭାରତର ଅଧିକ ଲୋକ ବେକାରୀ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବିଜେପିକୁ ଟାର୍ଗେଟ କଲେ କଂଗ୍ରେସ ନେତା ରାହୁଲ ଗାନ୍ଧି । ମଧ୍ୟପ୍ରଦେଶର ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ବିଜେପିକୁ ଟାର୍ଗେଟ କରିଛନ୍ତି ରାହୁଲ । କହିଛନ୍ତି ପାକିସ୍ତାନ ଅପେକ୍ଷା ଭାରତର ଅଧିକ ଲୋକ ବେକାରୀ । ପାକିସ୍ତାନର ବେରୋଜଗାରୀ ତୁଳନାରେ ଭାରତରେ ଦୁଇ ଗୁଣା ବେକାରୀ ଅଛନ୍ତି ବୋଲି କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ।

ରାହୁଲ କହିଛନ୍ତି, ପାକିସ୍ତାନରେ ଯୁବ ବେକାରୀ ୧୩ ପ୍ରତିଶତ ଥିବା ବେଳେ ଭାରତରେ ୨୪ ପ୍ରତିଶତ ରହିଛି । ରାହୁଲଙ୍କ ଏଭଳି ବୟାନକୁ ନେଇ କଡା ପ୍ରତିକ୍ରିୟା ରଖିଛି ବିଜେପି । ରାହୁଲ ମାନସିକ ଅବସାଦରେ ଥିବା କହିଛନ୍ତି ବିଜେପିର ଜାତୀୟ ସାଧାରଣ ସମ୍ପାଦକ ତରୁଣ ଚୁଘ୍ । ବିଜେପି ନେତା ରବିଶଙ୍କର ପ୍ରସାଦ କହିଛନ୍ତି, ରାହୁଲ ଜଣେ ଅନଭିଜ୍ଞ ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ