Masthead

ପାକିସ୍ତାନ ଅପେକ୍ଷା ଭାରତର ଅଧିକ ଲୋକ ବେକାରୀ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବିଜେପିକୁ ଟାର୍ଗେଟ କଲେ କଂଗ୍ରେସ ନେତା ରାହୁଲ ଗାନ୍ଧି । ମଧ୍ୟପ୍ରଦେଶର ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ବିଜେପିକୁ ଟାର୍ଗେଟ କରିଛନ୍ତି ରାହୁଲ । କହିଛନ୍ତି ପାକିସ୍ତାନ ଅପେକ୍ଷା ଭାରତର ଅଧିକ ଲୋକ ବେକାରୀ । ପାକିସ୍ତାନର ବେରୋଜଗାରୀ ତୁଳନାରେ ଭାରତରେ ଦୁଇ ଗୁଣା ବେକାରୀ ଅଛନ୍ତି ବୋଲି କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ।

ରାହୁଲ କହିଛନ୍ତି, ପାକିସ୍ତାନରେ ଯୁବ ବେକାରୀ ୧୩ ପ୍ରତିଶତ ଥିବା ବେଳେ ଭାରତରେ ୨୪ ପ୍ରତିଶତ ରହିଛି । ରାହୁଲଙ୍କ ଏଭଳି ବୟାନକୁ ନେଇ କଡା ପ୍ରତିକ୍ରିୟା ରଖିଛି ବିଜେପି । ରାହୁଲ ମାନସିକ ଅବସାଦରେ ଥିବା କହିଛନ୍ତି ବିଜେପିର ଜାତୀୟ ସାଧାରଣ ସମ୍ପାଦକ ତରୁଣ ଚୁଘ୍ । ବିଜେପି ନେତା ରବିଶଙ୍କର ପ୍ରସାଦ କହିଛନ୍ତି, ରାହୁଲ ଜଣେ ଅନଭିଜ୍ଞ ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ