Masthead

ପ୍ରଧାନମନ୍ତ୍ରୀ ସଂସଦ ଭବନର ଉଦଘାଟନକୁ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି: ରାହୁଲ ଗାନ୍ଧି

ନୂଆଦଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆ ସଂସଦ ଭବନ ଉଦଘାଟନ ଉତ୍ସବରେ ବିଜେପି ସମେତ ୨୫ ଟି ରାଜନୈତିକ ଦଳ ଭାଗ ନେଇଛନ୍ତି । କଂଗ୍ରେସ ସମେତ ୨୧ ଟି ଦଳ ବୟକଟ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବଦଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବ ନିର୍ମିତ ସଂସଦ ଭବନ ଉଦଘାଟନ କରିଥିବାରୁ ୨୧ ଟି ବିରୋଧୀ ଦଳ ଉଦଘାଟନ ଉତ୍ସବ ବର୍ଜନ କରିଛନ୍ତି । ତେବେ ଉଦଘାଟନ ପରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି ।

ସେ ଟ୍ୱିଟ କରି ଲେଖିଛନ୍ତି ସଂସଦ ଭବନର ଉଦଘାଟନକୁ ପ୍ରଧାନମନ୍ତ୍ରୀ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି, ସଂସଦ ଲୋକଙ୍କର ସ୍ବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନର ଉଦଘାଟନକୁ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼