Masthead

ରାହୁଲ ଗାନ୍ଧୀଙ୍କୁ ଘର ସହ ଜମି ଯୋଗାଇ ଦିଆଯିବ : କେ ପିି ମଧୁ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ୱାୟାନାଡ ବିଜେପି ଜିଲ୍ଲା ସଭାପତି କେ.ପି ମଧୁ ବୁଧବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ସେ କଂଗ୍ରେସ ନେତାଙ୍କୁ କଲପେଟାରେ ଏକ ଘର ଓ ଜମି ଯୋଗାଇବାକୁ ଚେଷ୍ଟା କରୁଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛତିଶଗଡର ନାଭା ରାୟପୁରରେ ଆୟୋଜିତ ହୋଇଥିବା କଂଗ୍ରେସ ସାଧାରଣ ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ କହିଥିଲେ ଯେ ମୋର ୫୨ ବର୍ଷ ଧରି ଘର ନାହିଁ।

ଯାହାକୁ ନେଇ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି।ଖବର ଅନୁଯାୟୀ, ରାହୁଲଙ୍କ ପାଇଁ ଘର ମାଗୁଥିବା କଲପେଟ୍ଟା ପୌରପାଳିକାର ସଚିବଙ୍କ ନିକଟକୁ ୱାୟାନାଡରେ ବିଜେପି ଏକ ଆବେଦନ ପଠାଇଛି। ଏହି ଆବେଦନରେ କଂଗ୍ରେସ ସାଂସଦଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବା ଏବଂ ତାଙ୍କୁ ଘର ଓ ଜମି ଯୋଗାଇବା ପାଇଁ ଏକ ଆବେଦନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ