Masthead

ରାହୁଲ ଗାନ୍ଧୀଙ୍କୁ ଘର ସହ ଜମି ଯୋଗାଇ ଦିଆଯିବ : କେ ପିି ମଧୁ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ୱାୟାନାଡ ବିଜେପି ଜିଲ୍ଲା ସଭାପତି କେ.ପି ମଧୁ ବୁଧବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ସେ କଂଗ୍ରେସ ନେତାଙ୍କୁ କଲପେଟାରେ ଏକ ଘର ଓ ଜମି ଯୋଗାଇବାକୁ ଚେଷ୍ଟା କରୁଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛତିଶଗଡର ନାଭା ରାୟପୁରରେ ଆୟୋଜିତ ହୋଇଥିବା କଂଗ୍ରେସ ସାଧାରଣ ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ କହିଥିଲେ ଯେ ମୋର ୫୨ ବର୍ଷ ଧରି ଘର ନାହିଁ।

ଯାହାକୁ ନେଇ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି।ଖବର ଅନୁଯାୟୀ, ରାହୁଲଙ୍କ ପାଇଁ ଘର ମାଗୁଥିବା କଲପେଟ୍ଟା ପୌରପାଳିକାର ସଚିବଙ୍କ ନିକଟକୁ ୱାୟାନାଡରେ ବିଜେପି ଏକ ଆବେଦନ ପଠାଇଛି। ଏହି ଆବେଦନରେ କଂଗ୍ରେସ ସାଂସଦଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବା ଏବଂ ତାଙ୍କୁ ଘର ଓ ଜମି ଯୋଗାଇବା ପାଇଁ ଏକ ଆବେଦନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ