Masthead

ତଳ କୋର୍ଟର ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ଯିବେ ରାହୁଲ ଗାନ୍ଧୀ । ତଳ କୋର୍ଟର ରାୟକୁ ଗୁଜରାଟ ହାଇକୋର୍ଟରେ ଚ୍ୟାଲେଞ୍ଜ କରିପାରନ୍ତି । ଦଣ୍ଡାଦେଶ ଉପରେ ରହିତାଦେଶ ପାଇଁ ସୁରଟ ସେସନ୍ସ କୋର୍ଟରେ ଆବେଦନ କରିଥିଲେ । ଗତକାଲି ଏହାର ଶୁଣାଣି ଥିବା ବେଳେ ରାହୁଲଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି କୋର୍ଟ ।

ତେବେ ସେସନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଆଜି ଗୁଜରାଟ ହାଇକୋର୍ଟରେ ଅପିଲ କରିପାରନ୍ତି ରାହୁଲ ଗାନ୍ଧି ।୨୦୧୯ ମସିହାରେ ‘ମୋଦି ସରନେମ’କୁ ନେଇ ରାହୁଲ ଦେଇଥିବା ବିବାଦୀୟ ବୟାନ ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଥିଲେ ସୁରଟ ତଳ କୋର୍ଟ । ଏହାକୁ ଚ୍ୟାଲେଞ୍ଜ କରି ଗତ ଏପ୍ରିଲ ୨ ତାରିଖରେ ସୁରଟର ଉପର କୋର୍ଟରେ ଆବେଦନ କରିଥିଲେ ରାହୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି