ଦୁଇ ଦିନିଆ ଲଦାଖ ଗସ୍ତରେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦୁଇ ଦିନିଆ ଲଦାଖ ଗସ୍ତରେ କଂଗ୍ରେସ ନେତା ରାହୁଲ ଗାନ୍ଧି। ପୂର୍ବରୁ ରାହୁଲ ଦୁଇଥର ଜମ୍ମୁ କଶ୍ମୀର ଗସ୍ତ କରିଥିଲେ, କିନ୍ତୁ ସେ ଲଦାଖ ଯାଇପାର ନ ଥିଲେ। ଚଳିତ ବର୍ଷ ଜାନୁଆରୀରେ ରାହୁଲ ଭାରତ ଯୋଡୋ ଯାତ୍ରା ସମୟରେ ଜମ୍ମୁ କଶ୍ମୀର ଗସ୍ତ କରିଥିଲେ। ଏହା ପରେ ଫେବୃଆରୀରେ ସେ ପୁଣି ଥରେ ବ୍ୟକ୍ତିଗତ ଗସ୍ତରେ ଜମ୍ମୁ କଶ୍ମୀର ଯାଇଥିଲେ। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରୁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ୟୁରୋପ ଗସ୍ତରେ ଯାଇପାରନ୍ତି। ତାଙ୍କର ଏହି ଗସ୍ତରେ ସେ ତିନୋଟି ଦେଶ ବେଲଜିୟମ, ନରୱେ ଏବଂ ଫ୍ରାନ୍ସକୁ ଯାତ୍ରା କରିବେ।

ସୂଚନାନୁସାରେ, ଏହି ସମୟରେ ରାହୁଲ ଗାନ୍ଧି ୟୁରୋପୀୟ ୟୁନିଅନର ସାଂସଦ, ଭାରତୀୟ ବିଦେଶୀ ତଥା ବିଶ୍ୱବିଦ୍ୟାଳୟର ଛାତ୍ରମାନଙ୍କୁ ଭେଟିବେ।ଖାଲି ସେକତିକି ନୁହେଁ ଆସନ୍ତା ମାସରେ କାର୍ଗିଲ ହିଲ ପରିଷଦ ନିର୍ବାଚନ ହେବ । ଏହି ସମୟରେ ସେ କଂଗ୍ରେସ ନେତାଙ୍କ ସହ ଲୋକସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବେ। ଏହା ସହିତ ସେ ଆସନ୍ତା ମାସରେ ହେବାକୁ ଥିବା କାର୍ଗିଲ ହିଲ ପରିଷଦ ନିର୍ବାଚନ ପାଇଁ ଦଳର କର୍ମୀଙ୍କ ମଧ୍ୟରେ ଉତ୍ସାହ ବଢାଇ ପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’