Masthead

କାଲି ରାହୁଲ ଗାନ୍ଧିଙ୍କ ମଣିପୁର ଗସ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୁରୁବାର ମଣିପୁର ଗସ୍ତ କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧି । ୫୦ ଦିନରୁ ଅଧିକ ହେଲାଣି ଥମୁନି ମଣିପୁର ହିଂସା । ଦିନକୁ ଦିନ ସ୍ଥିତି ଆହୁରି ବିଗିଡିବାରେ ଲାଗିଛି । ମଣିପୁର ହିଂସାକୁ ନେଇ ଘନଘନ ବୈଠକ ବସିଥିଲା । ତଥାପି ଥମୁନି ହିଂସା । କେନ୍ଦ୍ର ସରକାର ଖୁବଶୀଘ୍ର ଶାନ୍ତି ଫେରିବ ବୋଲି ଆଶ୍ୱସନା ଦେଇ ଚାଲିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧି କାଲି ମଣିପୁର ଗସ୍ତ କରିବେ। ସେ ୨୯ ଓ ୩୦ ଦୁଇ ଦିନ ଧରି ମଣିପୁରରେ ରହି ସ୍ଥିତି ସମୀକ୍ଷା କରିବେ। ଏନେଇ କଂଗ୍ରେସର ସାଧରଣ ସମ୍ପାଦକ କେସି ଭେଣୁଗୋପାଳ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ