Masthead

ଶେଷ ଦିନରେ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ୍ ୧ରେ ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ଏଥିପାଇଁ ଆଜି ସରୁଛି ପ୍ରଚାର । ଶେଷ ଦିନରେ ପ୍ରଚାର କରିବା ପାଇଁ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ । ଭଦ୍ରକ ଲୋକସଭା କ୍ଷେତ୍ରର ସିମୁଲିଆରେ ପ୍ରଚାର ସଭାକୁ ସମ୍ବୋଧନ କରି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ରାହୁଲ । ପୂର୍ବାହ୍ନ ୧୧ଟାରେ ସିମୁଳିଆ ସାନମହିତପୁରରେ ପ୍ରଚାର ସଭାକୁ ସମ୍ବୋଧନ କରିବେ ।

ଏହା ହେଉଛି ରାହୁଲ ଗାନ୍ଧୀଙ୍କ ତୃୀତୟ ଓଡ଼ିଶା ଗସ୍ତ । ପୂବରୁ ରାହୁଲ ସାଲେପୁର ଓ ବଲାଙ୍ଗୀରରେ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହାସହ ରାୟଗଡା ସଭାରେ ଭିଡିଓ କନଫରେନ୍ସିଂରେ ଯୋଡି ହୋଇଥିଲେ । ଚଳିତ ଥର କଂଗ୍ରେସ ୫ ନ୍ୟାୟ, ୨୫ ଗ୍ୟାରେଂଟିକୁ ନେଇ ନିର୍ବାଚନ ଇସ୍ତାହାର ପ୍ରସ୍ତୁତ କରିଛି । ରୋଜଗାର ସୃଷ୍ଟି, ଦାଦନ ସମସ୍ୟା, ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦେବା କଥା କହି ଭୋଟ୍ ଦେବାକୁ ଅପିଲ କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା