Masthead

ସ୍ୱର୍ଣ୍ଣ ମନ୍ଦିର ପରିଦର୍ଶନ କରି ବାସନ ମାଜିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଅମୃତସରର ସ୍ୱର୍ଣ୍ଣ ମନ୍ଦିର ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ସ୍ୱଚ୍ଛାସେବୀ ଭାବରେ ଶ୍ରମଦାନ କରିଛନ୍ତି । ପ୍ରାର୍ଥନା ଏବଂ ପରିସର ପରିଦର୍ଶନ ପରେ ରାହୁଲ ଶ୍ରଦ୍ଧାଳୁଙ୍କ ପାଇଁ ବ୍ୟବହୃତ ହେଉଥିବା ବାସନକୁ ସଫା କରିଥିଲେ । ରାହୁଲଙ୍କ ସହ ପ୍ରଦେଶ କମିଟିର କିଛି କଂଗ୍ରେସ ନେତା ମଧ୍ୟ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା