Masthead

ଲଦାଖରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ବାଇକ ରାଇଡ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ରାହୁଲଙ୍କ ବାଇକ ରାଇଡ । ବାଇକ ଚଢି ଲଦାଖ ଗସ୍ତରେ ରାହୁଲ ଗାନ୍ଧି । ପ୍ରଥମ କରି ଲଦାଖ୍ ଗସ୍ତରେ ଯାଇଥିବା କଂଗ୍ରେସ ନେତା ରାହୁଲ୍ ଗାନ୍ଧୀ ଆଜି ବାଇକ୍ ଚଳାଇ ପାଙ୍ଗୋଙ୍ଗ୍ ହ୍ରଦ ଆଡ଼କୁ ଯାଇଛନ୍ତି। ସାଂସଦ ରାହୁଲ୍ ଗାନ୍ଧୀ ବାଇକ୍ ଚଢ଼ି ଯାଉଥିବା ଫଟୋ କଂଗ୍ରେସ ପାର୍ଟି ତା’ର ଅଫିସିଆଏ୍ ‘ଏକ୍ସ୍’ (ଟୁଇଟ୍) ହ୍ୟାଣ୍ଡେଲ୍ରେ ସେୟାର୍ କରିଛି। ଆଉ କେତେକ ଫଟୋ ରାହୁଲ୍ ତାଙ୍କ ବ୍ୟକ୍ତିଗତ ‘ଇନଷ୍ଟାଗ୍ରାମ ଆକାଉଣ୍ଟ୍’ରେ ମଧ୍ୟ ସେୟାର୍ କରିଛନ୍ତି। ‘ଇନଷ୍ଟାଗ୍ରାମ ଆକାଉଣ୍ଟ୍’ରେ ଫଟୋ ସେୟାର୍ କରି ରାହୁଲ୍ ଲେଖିଛନ୍ତି, ପାଙ୍ଗୋଙ୍ଗ୍ ହ୍ରଦ ଅଭିମୁଖେ ଯିବା ରାସ୍ତାରେ।

ରାହୁଲଙ୍କ ଏହି ଫଟୋ ସହ ତାଙ୍କ ବାପା ରାଜୀବ ଗାନ୍ଧିଙ୍କ ସ୍ମୃତି ବଖାଣିଛନ୍ତି । ସେ ଲେଖିଛନ୍ତି ମୋ ବାପା କହୁଥିଲେ ଏହା ହେଉଛି ବିଶ୍ବର ସବୁଠୁ ସୁନ୍ଦର ସ୍ଥାନମାନଙ୍କ ମଧ୍ୟରୁ ଗୋଟିଏ। ପାଙ୍ଗୋଙ୍ଗ୍ ହ୍ରଦ ନିକଟରେ ଅଗଷ୍ଟ ୨୦ ତାରିଖ ଦିନ ରାହୁଲ୍ ଗାନ୍ଧୀ ତାଙ୍କ ପିତା ରାଜୀବ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ ପୂଜାର୍ଚ୍ଚନା କରିବେ। ସେହିପରି, ଶୁକ୍ରବାର ଦିନ ରାହୁଲ୍ ଗାନ୍ଧୀ ଲଦାଖରେ ଯୁବ କଂଗ୍ରେସ ନେତା ଓ କର୍ମୀମାନଙ୍କ ସହିତ ଆଲୋଚନା କରିଥିଲେ। ପରେ ରାହୁଲ୍ ସେ ଜିଲ୍ଲାରେ ଆୟୋଜିତ ଫୁଟ୍ବଲ୍ ମ୍ୟାଚ୍ ମଧ୍ୟ ଦେଖିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି