ଫେବ୍ରୁଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବ୍ରୁଆରୀ ୬ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି। ୬ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ତାଙ୍କୁ ସ୍ଵାଗତ କରାଯିବ। ତିନିଟି ସାଂଗଠନିକ ଜିଲ୍ଲାରେ ରାହୁଲଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି। ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ରେ ୭ ଓ ୮ ତାରିଖରେ କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।

ରାଉରକେଲାରେ ରାହୁଲ ଗାନ୍ଧି ରୋଡ ଶୋ’ କରିବେ। ରାହୁଲ ଗାନ୍ଧି ଝାଡ଼ଖଣ୍ଡର ଜାମସେଦପୁର ବାଟ ଦେଇ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ପ୍ରବେଶ କରିବେ । ସେ ଓଡ଼ିଶାର ୩୪୧ କିମି ରାସ୍ତାକୁ ଅତିକ୍ରମ କରିବେ । ଏଥିରେ ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲା ରହିଛି । ଝାରସୁଗୁଡ଼ା ଅତିକ୍ରମ କରି ସେ ଛତିଶଗଡ଼ ଭିତରେ ପ୍ରବେଶ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’