Masthead

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧି

ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଆସନ୍ତା ମେ’ ୩ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି । ରାୟଗଡ଼ାରେ ନିର୍ବାଚନ ପ୍ରଚାର କରିବେ ରାହୁଲ ଗାନ୍ଧି । ଏନେଇ ସୂଚନା ଦେଲେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକା । ମେ ୩ରେ ରାୟଗଡ଼ାରେ ବିଶାଳ ସଭାକୁ ସମ୍ବୋଧନ କରିବେ ରାହୁଲ । ରାହୁଲଙ୍କ ସଭାରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବ ।

ସେହିଭଳି ମେ ୮ରେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ଶୋଭାଯାତ୍ରା କରି ପ୍ରଚାର କରିବେ ରେଭନ୍ତ ରେଡ୍ଡୀ । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡି ରାୟଗଡାର ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣି ମନ୍ଦିରରେ ପୂଜାର୍ଚ୍ଚନା କରି ଏକ ବିରାଟ ଶୋଭାଯାତ୍ରାରେ ଆମଲାଭଟା ଛକ ପର୍ଯ୍ୟନ୍ତ ଯିବେ। ଏହି ସମୟରେ ସେ ବିଭିନ୍ନ ଛକ ମାନଙ୍କରେ ଲୋକଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଶଙ୍କର ଉଲାକା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା