Masthead

ଅକ୍ଟୋବରରେ ଓଡିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ଅକ୍ଟୋବରରେ ମାସରେ ଓଡିଶା ଆସିବେ ରାହୁଲଗାନ୍ଧୀ । ସେହିପରି ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଅକ୍ଟୋବରରେ ଓଡିଶା ଆସିପାରନ୍ତି । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ । ଆଗୁଆ ନିର୍ବାଚନ ନେଇ ଓଡିଶା ରାଜନୀତି ସରଗରମ ହୋଇଥିବାବେଳେ ରାହୁଲ ଓ ପ୍ରିୟଙ୍କାଙ୍କ ଓଡିଶା ଗସ୍ତ ବେଶ ଗୁରୁତ୍ୱ ରଖୁଛି ।

ପିସିସି ସଭାପତି ପରିବର୍ତ୍ତନ ପରେ ଓଡିଶା ଆସିନାହାନ୍ତି ରାହୁଲ । ତେଣୁ ରାହୁଲ ଓଡିଶା ଆସି ଦଳୀୟକର୍ମୀଙ୍କୁ କ’ଣ ମନ୍ତ୍ର ଦେବେ ଏବେ ତାହା ଉପରେ ସମସ୍ତଙ୍କ ନଜର । ଦିନକୁ ଦିନ ରାଜ୍ୟରେ କଂଗ୍ରେସ ଦୁର୍ବଳ ହେଉଥିବାବେଳେ ରାହୁଲ ଗାନ୍ଧୀଙ୍କ ଗସ୍ତ କଂଗ୍ରେସକର୍ମୀଙ୍କ ମନରେ ଜୋଶ ଭରିବ ଏବଂ ଦଳକୁ ସଙ୍ଗଠିତ କରିବାରେ ସହାୟକ ହେବ ବୋଲି କହିଛନ୍ତି ଅଧିରାଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ