Masthead

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମରେ ଆତଙ୍କୀ ଆକ୍ରମଣକୁ ସବୁ ମହଲରେ ନିନ୍ଦା । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ପହଲଗାମ ଆତଙ୍କୀ ଆକ୍ରମଣ ଓ ଭାରତର ଆଗାମୀ ରଣନୀତି ପ୍ରସଙ୍ଗରେ ସଂସଦରେ ସ୍ବତନ୍ତ୍ର ଅଧିବେଶନ ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ରାହୁଲ । ସ୍ବତନ୍ତ୍ର ଅଧିବେଶନ ଜରିଆରେ ବିଭିନ୍ନ ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ବ କରୁଥିବା ସାଂସଦମାନେ ଏକଜୁଟ ହୋଇ ଏକତା ଓ ଦୃଢ଼ ପ୍ରତିଜ୍ଞାବଦ୍ଧ ହୋଇପାରିବେ ବୋଲି ରାହୁଲ ଚିଠିରେ ଉଲ୍ଲେଖ କରିଛନ୍ତି ।

ସେପଟେ  ଚୀନ ବଢ଼ାଇଲା ପାକିସ୍ତାନକୁ ହାତ । ବନ୍ଧୁ ଭଳି କରିବ ସାହାଯ୍ୟ ! ଭାରତର କାର୍ଯ୍ୟାନୁଷ୍ଠାନ ପୂର୍ବରୁ ଚୀନ ଶରଣରେ ପଶିଛି ପାକିସ୍ତାନ । କୂଟନୈତିକ ସ୍ତରରେ କାର୍ଯ୍ୟାନୁଷ୍ଠାନ ନେବା ପରେ ପାକିସ୍ତାନ ଛାନିଆ ହୋଇ ଚୀନର ସାହାଯ୍ୟ ଲୋଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ