ନୋଟିସ୍ ପରେ ରାହୁଲଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଦସ୍ୟ ପଦ ରଦ୍ଦ ପରେ ସରକାରୀ ବାସଭବନ ଛାଡ଼ିବାକୁ ରାହୁଲ ଗାନ୍ଧିଙ୍କୁ ନୋଟିସ ହୋଇଛି । ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ରାହୁଲ ଗାନ୍ଧୀ ଏହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହି ନିର୍ଦ୍ଦେଶକୁ ପାଳନ କରିବେ। ଏଥିସହ ଲୋକସଭାର ଉପସଚିବଙ୍କୁ ରାହୁଲ ଧନ୍ୟବାଦ ଜଣାଇଛନ୍ତି। ତେବେ ସେହି ଘରେ ତାଙ୍କର ଅନେକ ସ୍ମୃତି ରହିଥିବା ରାହୁଲ କହିଛନ୍ତି। ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ହେବା ପରେ ସୋମବାର ଏକ ମାସ ଭିତରେ ସରକାରୀ ବଙ୍ଗଳା ଖାଲି କରିବାକୁ ଲୋକ ସଭାର ଗୃହ କମିଟି ସୋମବାର ନୋଟିସ ଜାରି କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ