Masthead

ବିଜେପିର ଲୋକସଭା ଆସନକୁ ନେଇ ରାହୁଲଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନକୁ ନେଇ ଗୋଟିଏ ପଟେ ବିଜେପି କହୁଛି ଅବକି ବାର ୪୦୦ ପାର । କିନ୍ତୁ ଲୋକସଭା ସିଟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। କହିଛନ୍ତି ବିଜେପି ମାତ୍ର ୧୫୦ଟି ଆସନ ପାଇବ । ଆଜି ଉତ୍ତରପ୍ରଦେଶରେ ଏକ ସମ୍ବାଦିକ ସମ୍ମିଳନୀରେ କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ।

ବିଜେପି ୪୦୦ରୁ ଅଧିକ ଆସନ ଜିତିବ ବୋଲି ଦାବି କରୁଥିବା ବେଳେ ରାହୁଲ କହିିଛନ୍ତି, ୧୫ରୁ ୨୦ ଦିନ ପୂର୍ବରୁ ବିଜେପି ୧୮୦ ଆସନରେ ଜିତିବ ବୋଲି ସେ ଭାବୁଥିଲେ । କିନ୍ତୁ ବିଭିନ୍ନ ରାଜ୍ୟରୁ ଆସୁଥିବା ରିପୋର୍ଟ ଅନୁସାରେ କଂଗ୍ରେସ ଉନ୍ନତି କରିଛି । ଏବେ ବିଜେପି ୧୫୦ ଆସନ ପାଇବ ବୋଲି ଆଳକନ କରିଛନ୍ତି ରାହୁଲ । ଉତ୍ତରପ୍ରଦେଶରେ ଆମର ସହଯୋଗୀ ଦଳ ବହୁତ ଶକ୍ତିଶାଳୀ ଏବଂ ଆମେ ବହୁତ ଭଲ ପ୍ରଦର୍ଶନ କରିବୁ ବୋଲି ରାହୁଲ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ