Masthead

ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ଫ୍ଲପ ଶୋ : ସ୍ମୃତି ଇରାନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ଚ୍ୟାଲେଞ୍ଜ । କେବଳ ଆମେଠିରୁ ଲୋକସଭା ଆସନରୁ ନିର୍ବାଚନ ଲଢନ୍ତୁ ରାହୁଲ । ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ଏବେ ଆମେଠିରେ ପହଞ୍ଚିଛି । ଯାହାକୁ ନେଇ ସ୍ମୃତି ଇରାନୀ କହିଛନ୍ତି ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ଫ୍ଲପ ଶୋ ।

ଆଜି ମଧ୍ୟ କଂଗ୍ରେସ କର୍ମୀମାନେ ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ଭାଗ ନେଇ ନାହାଁନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ୨୦୧୯ରେ ରାହୁଲ ଆମେଠି ଛାଡି ଦେଇଥିଲେ, ଆଜି ଅମେଠି ତାଙ୍କୁ ଛାଡି ଦେଇଛି। ଯଦି ତାଙ୍କର ଆତ୍ମବିଶ୍ବାସ ଦୃଢ ଅଛି, ତା’ହେଲେ ଓ୍ବାଇନାଡ ନ ଯାଇ ଆମେଠିରୁ ଲଢନ୍ତୁ। ରାହୁଲଙ୍କୁ ନେଇ ଆମେଠିବାସୀ କ’ଣ ଭାବୁଛନ୍ତି, ତାହା ଜଣାପଡିସାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା