Masthead

ଆଜି ରାହୁଲ ଗାନ୍ଧୀଙ୍କ ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ରାହୁଲଙ୍କ ମାନହାନୀ ମାମଲାର ସୁପ୍ରିମ ଶୁଣାଣି । ରାହୁଲ ଗାନ୍ଧୀଙ୍କ ଦଣ୍ଡ ଉପରେ ସ୍ଥଗିତ ରଖିବାକୁ ଆବେଦନକୁ ଗୁଜରାଟ ହାଇକୋର୍ଟ ଖାରଜ କରିଦେଇଥିଲେ। ଏହା ପରେ ପୂର୍ବତନ କଂଗ୍ରେସ ସଭାପତି ସର୍ବୋଚ୍ଚ ନ୍ୟାୟାଳୟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ। ଜଷ୍ଟିସ ବିଆର ଗବାଇ ଏବଂ ଜଷ୍ଟିସ ପି.କେ ମିଶ୍ରାଙ୍କ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା