Masthead

ଆଜି ରାଉରକେଲାର ଉଦିତନଗର ଛକରୁ ପାନପୋଷକୁ ପଦଯାତ୍ରା ସହ କରିବେ ସମାବେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ରାହୁଲଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନ । ଆଜି ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ରାମପାଲରୁ ବାହାରିବେ ରାହୁଲ। ସିଧାସଳଖ ରାଉରକେଲାର ଉଦିତନଗର ଛକକୁ ଯାଇ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଉଦିତନଗର ଛକରୁ ପାନପୋଷକୁ ପଦଯାତ୍ରା ସହ ସମାବେଶ କରିବେ । ଏହାପରେ ସେଠାରୁ ପାନପୋଷ ଛକକୁ ପଦଯାତ୍ରା କରିବା ସହିତ ସାଧାରଣ ସଭାରେ ଜନତାଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

ପାନପୋଷରେ ସାଧାରଣ ସଭା ପରେ, ସେଠାରୁ ରାଜଗାଙ୍ଗପୁର ଯିବେ ଏବଂ ଆଉ ଏକ ସାଧାରଣ ସଭାରେ ଯୋଗ ଦେବେ ରାହୁଲ ଗାନ୍ଧି। ସେଠାରୁ କୁତ୍ରା ଓ ବଡ଼ଗାଁ ଦେଇ ସୁନ୍ଦରଗଡ଼ରେ ପହଞ୍ଚିବେ ଏବଂ ସେଠାରେ ଜନସଭା ପରେ ଝାରସୁଗୁଡ଼ା ଯିବେ ବୋଲି ସୂଚନା ମିଳିଛି। ଝାରସୁଗୁଡ଼ାରେ ରାତ୍ରି ରହଣୀ ପରେ, ଆସନ୍ତାକାଲି ସେଠାରେ ପଦଯାତ୍ରା କରିବେ ଏବଂ ସେଠାରୁ ଛତିଶଗଡ଼ ଯିବେ ରାହୁଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ