Masthead

‘ ରାହୁଲଙ୍କ ଅପୂରଣୀୟ କ୍ଷତି ହୋଇଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ସାଙ୍ଗିଆ ମାମଲାରେ ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ପ୍ରସଙ୍ଗ । ଆଜି ସୁରଟ ସେସନ୍ସ କୋର୍ଟରେ ହୋଇଛି ପରବର୍ତ୍ତୀ ଶୁଣାଣି । ୨୦୧୯ ମସିହାରେ ରାହୁଲ୍‌ ଦେଇଥିବା ମୋଦି ସାଙ୍ଗିଆ ମନ୍ତବ୍ୟ ମାମଲାରେ ସୁରତ ଜିଲ୍ଲା ଅଦାଲତ ତାଙ୍କୁ ୨ ବର୍ଷ ଜେଲ୍‌ ଓ ୧୫୦୦୦ ଟଙ୍କା ଜରିମାନା କରିଥିଲେ। ଦୋଷୀ ସାବ୍ୟସ୍ତ ହେବାରୁ ରାହୁଲ୍‌ ସାଂସଦ ପଦ ମଧ୍ୟ ହରାଇଛନ୍ତି।

ଆଜି ବିଚାରପତି ରବିନ୍‌ ମୋଗେରା ରାହୁଲ୍‌ ଗାନ୍ଧିଙ୍କ ଆବେଦନ ଶୁଣାଣି କରୁଥିବା ବେଳେ ବରିଷ୍ଠ ଆଡ୍‌ଭୋକେଟ୍‌ ଆର୍‌. ଏସ୍‌. ଚୀମା ରାହୁଲ୍‌ଙ୍କର ପ୍ରତିନିଧିତ୍ୱ କରିଥିଲେ । ଅଦାଲତରେ ମାମଲା ଉପସ୍ଥାପନ କରି ଆଡ୍‌ଭୋକେଟ୍‌ ଚୀମା କହିଲେ, ଏଥିଯୋଗୁଁ ରାହୁଲଙ୍କ ଅପୂରଣୀୟ କ୍ଷତି ହୋଇଛି। ଦୋଷୀ ସାବ୍ୟସ୍ତ କରାଯାଇ ଦଣ୍ଡାଦେଶ କରାଯିବାରୁ ସେ ତାଙ୍କ ନିର୍ବାଚନ ମଣ୍ଡଳୀ ହରାଇଲେ। ଲୋକସଭା ସାଂସଦ ପଦରୁ ଅଯୋଗ୍ୟ ଘୋଷିତ ହେଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା