ପାର୍ଲାମେଣ୍ଟରେ ରାହୁଲ, ସ୍ୱାଗତ କଲା ଇଣ୍ଡିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହଟିଲା କଟକଣା, ଫେରିଲେ ରାହୁଲ । ସ୍ୱାଗତ କଲା ଇଣ୍ଡିଆ, ଫିକା ପଡ଼ିଲା ଏନଡିଏ । ୧୩୬ ଦିନ ପରେ ରାହୁଲଙ୍କ ସଂସଦ ଏଂଟ୍ରି । ଆଗକୁ ଗୃହରେ ହୋଇପାରେ ଆରପାରର ଲଢେଇ । ସୋମବାର ଏମ୍‌ପି ପଦ ଫେରି ପାଇବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟରେ ପହଞ୍ଚିଛନ୍ତି। ପାର୍ଲମେଣ୍ଟରେ ପହଞ୍ଚିବା

ପରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ମଧ୍ୟ ରାହୁଲଙ୍କୁ ସ୍ୱାଗତ କରାଯାଇଛି। ପ୍ରଥମେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ରାହୁଲ ମାଲ୍ୟାର୍ପଣ କରିଥିଲେ। ମୋଦି ସର୍‌ନେମ୍‌ ମାମଲାରେ ରାହୁଲ ତାଙ୍କର ଏମ୍‌ପି ପଦ ହରାଇଥିଲେ। ତେବେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ମିଳିବା ପରେ ରାହୁଲ ଲୋକ ସଭା ସଚିବଙ୍କ ଦ୍ୱାରା ଓ୍ବାୟାନାଡ ଏମ୍‌ପି ଭାବରେ ପୁନଃ ସ୍ଥାପିତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ