Masthead

୧୫ରେ ଓଡ଼ିଶା ଆସୁଛନ୍ତି ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଁ ଗହଳି, ସହର ବଜାର ସବୁଠି ଏବେ ଗୋଟିଏ ଚର୍ଚ୍ଚା । ଆସିଛି ନିର୍ବାଚନ…ଭାରତୀୟ ଗଣତନ୍ତ୍ରର ସବୁଠୁ ବଡ଼ ପର୍ବ । କାହା ହାତକୁ ଯିବ ଶାସନ ଭାର । କିଏ ହେବେ ଆପଣଙ୍କ ସୁଖ ଦୁଃଖର ସାଥୀ। ସବୁ ଦଳ ଦମ ଦେଖାଇବାରେ ଲାଗି ପଡ଼ିଛନ୍ତି । ଦଳର ହେଭିୱେଟ ମାନେ ଘନ ଘନ ପ୍ରଚାର କରିବାରେ ଲାଗି ପଡ଼ିଛନ୍ତି । ତେବେ ୧୫ରେ ବଲାଙ୍ଗିର ଓଡ଼ିଶା ଆସୁଛନ୍ତି ରାହୁଲ ।

ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ ରାହୁଲ ଗାନ୍ଧି । ବାଇକ୍ ରାଲି ସହ ଜନସଭାରେ ଯୋଗ ଦେବେ ରାହୁଲ । ବଲାଙ୍ଗିର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ସୂଚନା । ସେପଟେ ପୁଣି ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପୁରୀରେ ରୋଡ୍‌ ଶୋ କରିବେ ପ୍ରଧାନମନ୍ତ୍ରୀ ମୋଦି । କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ