Masthead

ଟ୍ରକରେ ବୁଲିଲେ ରାହୁଲ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ଚର୍ଚ୍ଚାରେ କଂଗ୍ରେସ ନେତା ରାହୁଲ ଗାନ୍ଧି । ରାହୁଲ ଟ୍ରକରେ ବୁଲୁଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିଲ୍ଲୀରୁ ଏକ ଟ୍ରକରେ ଚଣ୍ଡିଗଡ଼ ଅଭିମୁଖେ ଯାତ୍ରା କରିଛନ୍ତି । ଅମ୍ବାଲାରେ ପହଞ୍ଚିବା ପରେ ସେ ଟ୍ରକ ଡ୍ରାଇଭରମାନଙ୍କ ସହ ମଧ୍ୟ କଥା ହୋଇ ଡ୍ରାଇଭରମାନଙ୍କର ସମସ୍ୟା ବୁଝିଥିଲେ। କର୍ଣ୍ଣାଟକରେ କଂଗ୍ରେସର ବିଜୟ ପରେ ଫୁଲ ଦମରେ କାମ କରିବ ବୋଲି କହିଛି ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା