Masthead

ହାଇକୋର୍ଟ ଗଲେ ରାହୁଲ

ସୁରାଟ (ବଡ଼ ଖବର ବ୍ୟୁରୋ):  ମାନହାନି କେସରେ ଦୋଷୀ ସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ଗୁଜରାଟ ହାଇକୋର୍ଟରେ ଆବେଦନ କରିଛନ୍ତି। ସୁରଟ୍ ସେସନ୍ସ କୋର୍ଟ ରହିତାଦେଶ ଆବେଦନ ଖାରଜ କରିବା ପରେ ଗୁଜୁରାଟ ହାଇକୋର୍ଟ ଯାଇଛନ୍ତି ରାହୁଲ ଗାନ୍ଧି । ସୁରଟ ସେସନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ରାହୁଲ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିବା ସୂଚନା ଦେଇଛନ୍ତି ରାହୁଲ ଗାନ୍ଧିଙ୍କ ଓକିଲ ପଙ୍କଜ ଚାମ୍ବାନେରିଆ ।

ମୋଦି ସରନେମକୁ ନେଇ ସେ ବିବାଦୀୟ ବୟାନ ଦେଇଥିବାରୁ ତାଙ୍କୁ ପ୍ରଥମେ ସୁରତର ଜୁଡିସିଆଲ ମାଜିଷ୍ଟ୍ରେଟ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଏହାପରେ ସେ ସେସନ୍ସ କୋର୍ଟରେ ଏହା ବିରୋଧରେ ଆବେଦନ କରି ନିରାଶ ହୋଇଥିଲେ। ଏବେ ସେ ଆଶ୍ୱସ୍ତି ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ