ହାଇକୋର୍ଟ ଗଲେ ରାହୁଲ

ସୁରାଟ (ବଡ଼ ଖବର ବ୍ୟୁରୋ):  ମାନହାନି କେସରେ ଦୋଷୀ ସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ଗୁଜରାଟ ହାଇକୋର୍ଟରେ ଆବେଦନ କରିଛନ୍ତି। ସୁରଟ୍ ସେସନ୍ସ କୋର୍ଟ ରହିତାଦେଶ ଆବେଦନ ଖାରଜ କରିବା ପରେ ଗୁଜୁରାଟ ହାଇକୋର୍ଟ ଯାଇଛନ୍ତି ରାହୁଲ ଗାନ୍ଧି । ସୁରଟ ସେସନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ରାହୁଲ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିବା ସୂଚନା ଦେଇଛନ୍ତି ରାହୁଲ ଗାନ୍ଧିଙ୍କ ଓକିଲ ପଙ୍କଜ ଚାମ୍ବାନେରିଆ ।

ମୋଦି ସରନେମକୁ ନେଇ ସେ ବିବାଦୀୟ ବୟାନ ଦେଇଥିବାରୁ ତାଙ୍କୁ ପ୍ରଥମେ ସୁରତର ଜୁଡିସିଆଲ ମାଜିଷ୍ଟ୍ରେଟ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଏହାପରେ ସେ ସେସନ୍ସ କୋର୍ଟରେ ଏହା ବିରୋଧରେ ଆବେଦନ କରି ନିରାଶ ହୋଇଥିଲେ। ଏବେ ସେ ଆଶ୍ୱସ୍ତି ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ