Masthead

ସଦସ୍ୟତା ପଦ ଯିବା ପରେ ପ୍ରଥମଥର ନିଜ ମତ ରଖିବେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୱାୟନାଡ ସାଂସଦ ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟ ପଦ ରଦ୍ଦ କରାଯାଇଛି । ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ ନେଇ ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାହାକୁ ନେଇ କଂଗ୍ରେସ ସହ ପୂରା ବିରୋଧୀ ଦଳ ଖୁବ୍ ହଙ୍ଗାମା କରିବା ସହ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଏହାରି ଭିତରେ ଆଜି ରାହୁଲ ଗାନ୍ଧୀ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି ସୂଚନା ମିଳିଛି ।

ସୁରତ ସେସନ୍ସ କୋର୍ଟ ତାଙ୍କ ଉପରେ ଯେଉଁ ଦଣ୍ଡାଦେଶ ଲଗାଇଛନ୍ତି ଏବଂ ଲୋକସଭାରୁ ସଦସ୍ୟତା ପଦ ଯିବା ପରେ ରାହୁଲ ପ୍ରଥମଥର ନିଜ ମତ ରଖିବେ । ଶୁକ୍ରବାର ଟ୍ୱିଟ୍ କରି ଲେଖିଥିଲେ, ମୁଁ ଭାରତର ସ୍ୱର ପାଇଁ ଲଢ଼େଇ କରୁଛି । ଆଉ ଏଥିପାଇଁ ଯେକୌଣସି ମୂଲ୍ୟ ଦେବାକୁ ପ୍ରସ୍ତୁତ ଅଛି । ସେପଟେ ଆଜି କଂଗ୍ରେସ ପୁଣି ଦେଶବ୍ୟାପୀ କେନ୍ଦ୍ର ସରକାର ବିରୋଧରେ ପ୍ରତିବାଦ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି