Masthead

ରାହୁଲଙ୍କ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲଙ୍କ ଟ୍ରାକ୍ଟର ରାଲି । କୃଷି ଆଇନକୁ ବିରୋଧ ଓ କୃଷକଙ୍କୁ ସମର୍ଥନ କରି ରାହୁଲ ଗାନ୍ଧିଙ୍କ ଟ୍ରାକ୍ଟର ମାର୍ଚ୍ଚ। ଆଜି ତିନିଟି କୃଷି ଆଇନକୁ ବିରୋଧ କରି ରାହୁଲ ନିଜେ ଘରୁ ଟ୍ରାକ୍ଟର ଚଲାଇ ସଂସଦ ଭବନ ଅଭିମୁଖେ ଯାତ୍ରା କରିଥିଲେ । ଏହି ରାଲିକୁ କୃଷକଙ୍କ ସହ ରାହୁଲଙ୍କ କିଛି ସମର୍ଥକ ମାନେ ସ୍ୱାଗତ କରିଥିଲେ।

ହଙ୍ଗାମା ପରେ ଆନ୍ଦୋଳନକାରୀଙ୍କୁ ଅଟକ ରଖାଯାଇଛି । ଏହା ପରେ ଲୋକସଭା ଓ ରାଜ୍ୟ ସଭାରେ ବିରୋଧିଙ୍କ ହଙ୍ଗାମା ପାଇଁ ଗୃହ ଚାଲିପାରିନଥିଲା । ଏଥିପାଇଁ ରାଜ୍ୟସଭାକୁ ୧୨ ଟା ପର୍ଯ୍ୟନ୍ତ ସ୍ଥଗିତ କରାଯାଥିଲା । ଅନ୍ୟପଟେ ଲୋକସଭାକୁ ୨ଟା ପର୍ଯ୍ୟନ୍ତ ସ୍ଥଗିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ