Masthead

ବଦଳିଲା ରାହୁଲଙ୍କ ଟ୍ୱିଟର ବାୟୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଡିସକ୍ୟୁଫାଏଡ୍ ଏମପିରୁ ମେମ୍ବର ଓଫ ପାର୍ଲାମେଣ୍ଟ । ବଦଳିଲା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଟ୍ୱିଟର ବାୟୋ । ଆଜି ଓ୍ୱାଇନାଡରୁ ସାଂସଦ ତଥା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସଂସଦ ସଦସ୍ୟତା ଫେରିଛି । ମୋଦି ସରନେମ ମାମଲାରେ ସୁରତ କୋର୍ଟ ରାହୁଲଙ୍କୁ ୨ବର୍ଷ ଦଣ୍ଡାଦେଶ ଶୁଣାଇବାପରେ ତାଙ୍କର ସଂସଦ ସଦସ୍ୟତାକୁ ରଦ୍ଦ କରାଯାଇଥିଲା ।

ରାହୁଲଙ୍କ ସଂସଦର ସଦସ୍ୟତା ପେରିବା ପରେ ସେ ଲୋକସଭାରେ ପହଞ୍ଚିଥିଲେ। ଏହି ସମୟରେ ସେ ନିଜ ଟ୍ୱିଟର ଆକାଉଣ୍ଟରେ ବାୟୋ ପରିବର୍ତ୍ତନ କରିଛନ୍ତି। ସେ ନିଜର ପ୍ରୋଫାଇଲ୍ ଡିସକ୍ୟୁଫାଏଡ୍ ସାଂସଦଙ୍କ ଠାରୁ ପୁନର୍ବାର ସାଂସଦ ଭାବରେ ପରିବର୍ତ୍ତନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ