Masthead

ଲକ୍ଷାଧିକ ଟଙ୍କାର ବାଣ ଜବତ

ପୁରୀ (ବଡ଼ ଖବର ବ୍ୟୁରୋ) ତ୍ପୁରୀ ଜିଲ୍ଲା ନୟାହାଟ ପୋଲିସ ଚଢ଼ଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି । ଦୁଇଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ଗିରଫ ବ୍ୟବସାୟୀ ଦ୍ୱୟ ହେଲେ ସନ୍ତୋଷ ଓ ସୁବାଶିଷ । ଜବତ ହୋଇଥିବା ବାଣର ମୂଲ୍ୟ ୫ଲକ୍ଷରୁ ଅଧିକ ହେବ ପୋଲିସ ପକ୍ଷରୁ କୁହାଯାଇଛି ।

ଚଳିତ ବର୍ଷ କରୋନା ଲାଗି ଦୀପାବଳିରେ ବାଣ ନ ଫୁଟାଇବାକୁ ସରକାରଙ୍କ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି । ବେଆଇନ ବାଣ ତିଆରି କରାଯାଉଥିବା ପୋଲିସ ଖବର ପାଇବା ପରେ ଚଢ଼ଉ କରିଛି । ଅଗ୍ନିଶମ କର୍ମଚାରୀମାନେ ବାଣଗୁଡିକୁ ପାଣି ପକାଇ ଓଦା କରି ନଷ୍ଟ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ