Masthead

ITDAର ପ୍ରକଳ୍ପ ପ୍ରଶାସକଙ୍କ ଘରେ ରେଡ୍

ବଣାଇ (ବଡ଼ ଖବର ବ୍ୟୁରୋ): ବଣାଇ ପିଏଙ୍କ ଘରେ ଭିଜିଲାନ୍ସ ରେଡ୍ । ବଣାଇ ପିଏ ବିଶ୍ବଦର୍ଶୀ ସାହୁଙ୍କ ଘରେ ରେଡ୍ା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ପିଏ ବିଶ୍ବଦର୍ଶୀଙ୍କ ୭ଟି ଠିକଣାରେ ଚାଲିଛି ଚଢ଼ାଉ । ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର,ବଣାଇ ଅଫିସ, କ୍ବାଟର, ଭୁବନେଶ୍ବରର ଲକ୍ଷ୍ମୀସାଗର, ଖାରବେଳ ନଗର ଓ ସମ୍ପର୍କୀୟଙ୍କ ଘରେ ରେଡ୍ ଚାଲିଛି । ଚଢାଉରେ ଅତିରିକ୍ତ ଏସ୍ପି ,୩ ଡିଏପ୍ପି ସମେତ ୧୦ ଇନ୍ସପେକ୍ଟର ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି